ମେଡିକାଲ ଉଇକିପିଡିଆ (ଅଫଲାଇନ)

ମେଡିକାଲ ଉଇକିପିଡିଆ (ଅଫଲାଇନ)

Kiwix Team
Oct 10, 2025
  • 60.6 MB

    Tamanho do arquivo

  • Android 7.0+

    Android OS

Sobre este ମେଡିକାଲ ଉଇକିପିଡିଆ (ଅଫଲାଇନ)

ନିଃଶୁଳ୍କ ସ୍ୱାସ୍ଥ୍ୟସେବା ସମ୍ବନ୍ଧୀୟ ବିଷୟମାନ ପ୍ରତ୍ୟେକ ସ୍ଥାନରେ ଅଫଲାଇନରେ ଉପଲବ୍ଧ.

ବର୍ଣ୍ଣନା: ଉଇକିପିଡିଆର ଅଫଲାଇନ ମେଡିକାଲ ଏନସାଇକ୍ଳୋପେଡିଆରେ ସ୍ୱାସ୍ଥ୍ୟସେବା ସମ୍ବନ୍ଧୀୟ ବିଷୟମାନଙ୍କର ବିରାଟ ସଂଗ୍ରହ ଆଣ୍ଡ୍ରଏଡରେ ଉପଲବ୍ଧ. ଏଥିରେ ମେଡିକାଲ, ଶରୀର ଗଠନ (ଆନାଟୋମୀ), ଔଷଧ ଓ ପରିଚ୍ଛନ୍ନତା ସମ୍ପର୍କରେ ଲେଖାମାନ ଅଛି. ଇଣ୍ଟରନେଟ ଉପଲବ୍ଧ ନ ଥିବା ସ୍ଥାନରେ, ଜନମାନବଶୂନ୍ୟ ସ୍ଥାନରେ ବା ଡଙ୍ଗାରେ ଥିଲେ ମଧ୍ୟ ଆପଣ ସର୍ବାଧିକ ମହତ୍ତ୍ଵପୂର୍ଣ୍ଣ ଓ ସର୍ବାଧୁନିକ ଭେଷଜ ଶବ୍ଦକୋଷ ବା ମେଡିକାଲ ଅଭିଧାନ / ଡିକସନାରିରେ ବିନାମୂଲ୍ୟରେ ପ୍ରବେଶ ଅଧିକାର ପାଇପାରିବେ. ଗୋଷ୍ଠୀ ସ୍ୱାସ୍ଥ୍ୟକର୍ମୀ, ଡାକ୍ତର, ଡାକ୍ତରୀ ଛାତ୍ର ଓ ସ୍ୱାସ୍ଥ୍ୟ ସମ୍ବନ୍ଧରେ ରୁଚି ରଖୁଥିବା ଲୋକଙ୍କ ନିମନ୍ତେ ଏହା ଅମୂଲ୍ୟ. ଏହା ଅନ୍ୟାନ୍ୟ ଅନେକ ଭାଷାରେ ମଧ୍ୟ ତିଆରି ହୋଇଛି ତଥା ଚୟନ କରିଥିବା ଓ ବିଷୟଗୁଡ଼ିକର ସଂଖ୍ୟା ଓ ମାନକୁ ଉନ୍ନତ କରିବାକୁ ସର୍ବଦା ଚେଷ୍ଟା ଚାଲିଛି.

ଏହା କେଆଇଡବ୍ଲ୍ୟୁଏକ୍ସ (Kiwix http://www.kiwix.org/) ଦ୍ଵାରା ସଞ୍ଚାଳିତ. (Alimentado por Kiwix http://www.kiwix.org/)

Mostrar mais

Novidades em 2023-12 mais recente

Last updated on Oct 10, 2025
Minor bug fixes and improvements. Install or update to the newest version to check it out!
Mostrar mais

Vídeos e capturas de tela

  • ମେଡିକାଲ ଉଇକିପିଡିଆ (ଅଫଲାଇନ) Cartaz
  • ମେଡିକାଲ ଉଇକିପିଡିଆ (ଅଫଲାଇନ) imagem de tela 1
  • ମେଡିକାଲ ଉଇକିପିଡିଆ (ଅଫଲାଇନ) imagem de tela 2
  • ମେଡିକାଲ ଉଇକିପିଡିଆ (ଅଫଲାଇନ) imagem de tela 3
  • ମେଡିକାଲ ଉଇକିପିଡିଆ (ଅଫଲାଇନ) imagem de tela 4
  • ମେଡିକାଲ ଉଇକିପିଡିଆ (ଅଫଲାଇନ) imagem de tela 5
  • ମେଡିକାଲ ଉଇକିପିଡିଆ (ଅଫଲାଇନ) imagem de tela 6
  • ମେଡିକାଲ ଉଇକିପିଡିଆ (ଅଫଲାଇନ) imagem de tela 7

Informações sobre ମେଡିକାଲ ଉଇକିପିଡିଆ (ଅଫଲାଇନ) APK

Última Versão
2023-12
Categoria
Medicina
Android OS
Android 7.0+
Tamanho do arquivo
60.6 MB
Desenvolvedor
Kiwix Team
Disponível em
Downloads seguros e rápidos de APK no APKPure
O APKPure usa verificação de assinatura para garantir downloads de APK ମେଡିକାଲ ଉଇକିପିଡିଆ (ଅଫଲାଇନ) sem vírus para você.
APKPure ícone

Baixar de Forma Rápida e Segura via APKPure App

Um clique para instalar arquivos XAPK/APK no Android!

Baixar APKPure
thank icon
We use cookies and other technologies on this website to enhance your user experience.
By clicking any link on this page you are giving your consent to our Privacy Policy and Cookies Policy.
Learn More about Policies