O Radio Amrutavani
ରେଡିଓ ଅମୃତବାଣୀ ଆପ୍ ବ୍ରଓଡ଼ିଶାବାସୀଙ୍କର ଆଧ୍ୟାତ୍ମିକ ଉନ୍ନତି ନିମନ୍ତେ ତିଆରି କରାଯାଇଛି।
ରେଡିଓ ଅମୃତବାଣୀ ଆପ୍ ବ୍ରହ୍ମାକୁମାରୀ ଓଡ଼ିଶା ସେବାକେନ୍ଦ୍ର ସମୂହ ଦ୍ବାରା ଓଡ଼ିଶାବାସୀଙ୍କର ଆଧ୍ୟାତ୍ମିକ ଉନ୍ନତି ନିମନ୍ତେ ତିଆରି କରାଯାଇଛି। ଏହି ଆପ୍ ର ଶ୍ରୋତା ପ୍ରତିଦିନ ସହଜ ରାଜଯୋଗ ଧ୍ୟାନ ଶିକ୍ଷା, ଆଧ୍ୟାତ୍ମିକ, ମୂଲ୍ୟବୋଧ ଟକ୍ ଶୋ, ପ୍ରଶ୍ନୋତ୍ତର ଏବଂ ସୁନ୍ଦର ସକାରାତ୍ମକ ଗୀତ କାର୍ଯକ୍ରମ ଶୁଣି ନିଜ ଜୀବନକୁ ଆଧ୍ୟାତ୍ମିକ ମୂଲ୍ୟବୋଧ ରେ ଭରପୁର କରି ପାରିବେ।। ଶ୍ରୋତାବନ୍ଧୁ ମାନେ ଅମୃତବାଣୀ ରେଡିଓ କାର୍ଯକ୍ରମରେ ଭାଗ ନେବା ପାଇଁ ଅମୃତବାଣୀର ହ୍ଵାଟସଆପ୍ ନମ୍ବର 9414152625 ରେ ସମ୍ପର୍କ କରି ନିଜ ରେକର୍ଡିଂ ପଠେଇ ପାରିବେ।
ପ୍ରଜାପିତା ବ୍ରହ୍ମାକୁମାରୀ ଈଶ୍ବରୀୟ ବିଶ୍ବ ବିଦ୍ୟାଳୟ ମହିଳାମାନଙ୍କ ନେତୃତ୍ବ ରେ ସଂଚାଳିତ ଏକ ଅନ୍ତରାଷ୍ଟ୍ରୀୟ ମୂଲ୍ୟବୋଧ ଶିକ୍ଷା ଅନୁଷ୍ଠାନ। 1936 ମସିହାରେ ଆରମ୍ଭ ହୋଇଥିବା ଏହି ବିଶ୍ୱବ୍ୟାପୀ ଆଧ୍ୟାତ୍ମିକ ଆନ୍ଦୋଳନ ବର୍ତମାନ ପୃଥିବୀର 5 ଟି ମହାଦେଶର 137 ଟି ଦେଶରେ ବ୍ୟାପକ। ଏହି ଶିକ୍ଷା ଅନୁଷ୍ଠାନ ମାନବ ଜାତିର ସକାରାତ୍ମକ ବ୍ୟକ୍ତିଗତ ପରିବର୍ତ୍ତନ ଏବଂ ବିଶ୍ୱ ନବୀକରଣ ପାଇଁ ସମର୍ପିତ ରୂପେ କାର୍ଯ୍ୟରତ | ତା ସହିତ ମିଳିତ ଜାତିସଂଘର ଲୋକସମ୍ପର୍କ ବିଭାଗ ସହିତ ଜଡିତ ହୋଇ ଏକ ଆନ୍ତର୍ଜାତୀୟ ଏନଜିଓ ଭାବରେ ମଧ୍ୟ କାର୍ଯ୍ୟରତ।।।
ଶ୍ରୋତାବନ୍ଧୁ ସହଜ ରାଜଯୋଗ ଶିକ୍ଷା ବିଷୟରେ ଅଧିକ ଜାଣିବା ପାଇଁ ନିଜ ନିକଟସ୍ଥ ସେବାକେନ୍ଦ୍ରକୂ ସମ୍ପର୍କ କରି ପାରିବେ। ନିକଟସ୍ଥ ସେବାକେନ୍ଦ୍ରର ଠିକଣା ଜାଣିବା ପାଇଁ ନିମ୍ନ ଲିଙ୍କକୁ ଯାଇ ନିଜ ସହରର ନାଁ ଖୋଜି ପାରିବେ | https://www.brahmakumaris.com/centers/
Aplikacja Radio Amrutavani jest tworzona przez ośrodki Brahma Kumaris Odisha w celu duchowego podniesienia mieszkańców Odisha. Słuchacze tej aplikacji mogą codziennie wzbogacać swoje życie o wartości duchowe, słuchając łatwych lekcji medytacji radża jogi, dyskursów duchowych, talk show o wartościach, sesji pytań i odpowiedzi oraz pięknych, pozytywnych programów z piosenkami. Słuchacze mogą wysyłać swoje nagrania, kontaktując się z numerem WhatsApp Amritani 9414152625, aby wziąć udział w programie Amritani Radio.
Brahma Kumaris to międzynarodowa instytucja edukacji wartości prowadzona przez kobiety. Ten światowy ruch duchowy, który rozpoczął się w 1936 roku, jest obecnie szeroko rozpowszechniony w 137 krajach na 5 kontynentach. Ta instytucja edukacyjna działa również jako międzynarodowa organizacja pozarządowa we współpracy z Departamentem Spraw Publicznych Organizacji Narodów Zjednoczonych, zajmująca się pozytywną osobistą przemianą rasy ludzkiej i pozytywną transformacją świata.
Studenci mogą skontaktować się z naszymi najbliższymi ośrodkami medytacyjnymi, aby dowiedzieć się więcej o medytacji Radża Jogi. Aby poznać adres najbliższego centrum serwisowego, możesz przejść do poniższego linku i wyszukać nazwę swojego miasta https://www.brahmakumaris.com/centers/
What's new in the latest 1.0
Informacje Radio Amrutavani APK

Superszybkie i bezpieczne pobieranie za pośrednictwem aplikacji APKPure
Jedno kliknięcie, aby zainstalować pliki XAPK/APK na Androidzie!